ପ୍ରମୂଖ ଖବର
  • ଭୁବନେଶ୍ଵର : ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ, ୱେବସାଇଟରୁ ମିଳିବ ଡିଜିଟାଲ ସାର୍ଟିଫିକେଟ
  • ||
  • ଭୁବନେଶ୍ଵର : ବାଚସ୍ପତି ପ୍ରାର୍ଥୀ ହେଲେ ସୁରମା ପାଢୀ, ଭରିଲେ ନାମାଙ୍କନ ପତ୍ର
  • ||
  • ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିରେ ବିଳମ୍ବ, ବିବାଦ ଯୋଗୁଁ ଅଟକିଛି ନୀତିକାନ୍ତି
  • ||
  • ଭୁବନେଶ୍ଵର : ବୁଧବାର ରାଜ୍ୟରେ ଛେଚିବ ବର୍ଷା, ୨୦ ସୁଦ୍ଧା ଅଧା ଓଡ଼ିଶା ଛୁଇଁବ ମୌସୁମୀ
  • ||
  • ଡ୍ରେନ୍‌ରେ ପଡ଼ି ନାବାଳକଙ୍କ ମୃତ୍ୟୁ ଘଟଣା : ମୁକୁଳା ଡ୍ରେନ୍‌ର ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ, ୭ ଦିନ ଭିତରେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||

ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର

ନୀଳଗିରି, ୨୩/୫: ବାଲେଶ୍ଵର ଜିଲ୍ଲା ନୀଳଗିରି ନିର୍ବାଚନ ମଣ୍ଡଳୀରେ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ତାଙ୍କ ସହ ସାଂସଦ ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀ ଓ ନୀଳଗିରି ବିଜେପି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆ ସାମିଲ ଥିଲେ । ପ୍ରଥମେ ନୀଳଗିରି ବଜାରରେ ରୋଡ଼ ଶୋ କରି ପଞ୍ଚଲିଙ୍ଗେଶ୍ୱର ନିକଟ ସଭାସ୍ଥଳକୁ ଯାଇଥିଲେ । ମୋଦିଙ୍କ ଜନହିତକର କାର୍ଯ୍ୟ ବିଷୟରେ ଲୋକଙ୍କୁ ଅବଗତ କରାଇବା ସହ ପ୍ରତାପ ଓ ସନ୍ତୋଷଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ କେନ୍ଦ୍ରମନ୍ତ୍ରୀ । 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.