ପ୍ରମୂଖ ଖବର
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର

ନୀଳଗିରି, ୨୩/୫: ବାଲେଶ୍ଵର ଜିଲ୍ଲା ନୀଳଗିରି ନିର୍ବାଚନ ମଣ୍ଡଳୀରେ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ତାଙ୍କ ସହ ସାଂସଦ ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀ ଓ ନୀଳଗିରି ବିଜେପି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆ ସାମିଲ ଥିଲେ । ପ୍ରଥମେ ନୀଳଗିରି ବଜାରରେ ରୋଡ଼ ଶୋ କରି ପଞ୍ଚଲିଙ୍ଗେଶ୍ୱର ନିକଟ ସଭାସ୍ଥଳକୁ ଯାଇଥିଲେ । ମୋଦିଙ୍କ ଜନହିତକର କାର୍ଯ୍ୟ ବିଷୟରେ ଲୋକଙ୍କୁ ଅବଗତ କରାଇବା ସହ ପ୍ରତାପ ଓ ସନ୍ତୋଷଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ କେନ୍ଦ୍ରମନ୍ତ୍ରୀ । 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.