ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଏନଏଚ୍-୫୫ର ବଇଣ୍ଡା ଓ ନାକଚି ସେକ୍ସନ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟ ଦେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଆଠମଲ୍ଲିକ ୨୬/୦୮ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଅନୁଗୋଳ ଜିଲ୍ଲା ଆଠମଲ୍ଲିକକୁ ଏକ ସରକାରୀ କାର୍ଯ୍ୟକ୍ରମକୁ ଯୋଗଦେବାକୁ ଯିବା ସମୟରେ ଏନଏଚ-୫୫ ନମ୍ବର ସହ ସଂଯୋଗ ହୋଇଥିବା ବଇଣ୍ଡା ସେକ୍ସନ ଓ ନାକଚି ଠାରେ ଜାତୀୟ ରାଜପଥ କାର୍ଯ୍ୟର ଅଗ୍ରଗତି ନେଇ ଏନଏଚ୍ଏଆଇ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । 

ଶ୍ରୀ ପ୍ରଧାନ କହିଛନ୍ତି ଯେ ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥ-୫୫ ନମ୍ବର ସହ ସଂଯୋଗ ହୋଇଥିବା ବଇଣ୍ଡା ସେକ୍ସନରେ ନିର୍ମାଣାଧୀନ ଓଭରବ୍ରିଜ କାମ ଚାଲୁ ରହିଛି । ଏହା ସମ୍ପୂର୍ଣ୍ଣ ହେବା ପରେ ତଳେ ଅଣ୍ଡରପାସରେ ଗୋଟିଏ ସ୍ପାନ ପରିବର୍ତ୍ତେ ଦୁଇଟି ସ୍ପାନ୍ କରିବା ପାଇଁ ଲୋକଙ୍କ ଅପେକ୍ଷା ରହିଛି । ଆଠମଲ୍ଲିକ ଧୀରେ ଧୀରେ ଗୋଟିଏ ସହରକୁ ରୂପ ନେଉଛି । ଦୁଇଟି ସ୍ପାନ ହେଲେ ଭବିଷ୍ୟତ ପାଇଁ କାମରେ ଆସିବ । ସେହିପରି ନାକଚି ଠାରେ ଜାତୀୟ ରାଜପଥ କାର୍ଯ୍ୟ ମଧ୍ୟ ଜାରି ରହିଛି । ଜନସାଧାରଣଙ୍କ ସୁବିଧା ତଥା ସେମାନଙ୍କ ଯାତାୟତକୁ ସୁଗମ କରିବା ପାଇଁ ଏହି ଦୁଇଟି ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ନେବାକୁ ଏନଏଚ୍ଏଆଇର କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଓଡ଼ିଶାରେ ସଡକପଥ ଭିତ୍ତିଭୂମିର ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.