ପ୍ରମୂଖ ଖବର
  • ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଢାଞ୍ଚା ବଦଳିବ , ୩ ଦିନ ପୂର୍ବରୁ କ୍ୟାବିନେଟରେ ସମସ୍ତ ପ୍ରସ୍ତାବ ହେବ ଚୂଡ଼ାନ୍ତ
  • ||
  • Operation sindoor; 'ଲୁଚିବାକୁ ମିଳିବନି ଜାଗା...ପାକିସ୍ତାନକୁ ଗାତ ଖୋଳିବାକୁ ହେବ' ଭାରତୀୟ ସେନାର ଟଫ୍ ଅଫିସରଙ୍କ ଚେତାବନୀ
  • ||
  • ଖୁବ୍‌ଶୀଘ୍ର ପ୍ରକାଶ ପାଇଁ ଯୁକ୍ତ ୨ ରେଜଲ୍ଟ୍, ବଢ଼ିବ ଯୁକ୍ତ ୩ ନାମଲେଖା ଆବେଦନ ଅବଧି
  • ||
  • କଡ଼ ଲେଉଟାଇଲାଣି କରୋନା; ମୁମ୍ୱାଇରେ ୫୩ ପିଜିଟିଭି, ୨ ମୃତ
  • ||
  • ଜୟଦେବ ବିହାର-ନନ୍ଦନକାନନ ଏଲିଭେଟେଡ୍‌ ରୋଡ୍‌ କରିଡର, ଦୁଇଥାକିଆ ରାସ୍ତା ପାଇଁ ହେବ ସାନି ଟେଣ୍ଡର
  • ||
  • ବ୍ରହ୍ମପୁର : ସଦର ଥାନା ଅନ୍ତର୍ଗତ ବୁଢ଼ୀଘରା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ, ଜଣେ ମୃତ ୪ ଆହତ
  • ||
  • ଚିନ୍ତା ବଢ଼ାଇଛି କରୋନାର ନୂଆ ଭାରିଆଣ୍ଟ: ସିଙ୍ଗାପୁର, ହଂକଂରେ ବଢ଼ିଲା ସଂକ୍ରମଣ, ଚୀନ୍‌ ଓ ଥାଇଲାଣ୍ଡକୁ ଆଲର୍ଟ ଜାରି
  • ||
  • IPL 2025 : ଆଜି ସୁପରକିଙ୍ଗ୍‌ସ-ରାଜସ୍ଥାନ ରୟାଲ୍ସ ମୁକାବିଲା
  • ||
  • ଯୁଦ୍ଧବିରତି ପାଇଁ ରାଜି ହେଲା ଋଷ; ପୁଟିନ ଓ ଟ୍ରମ୍ପଙ୍କ ମଧ୍ୟରେ ହେଲା ଫୋନରେ ବାର୍ତ୍ତାଳାପ
  • ||
  • ଆସନ୍ତା ୨୧ରୁ ୨୩ ଯାଏ ବଢ଼ିବ କାଳବୈଶାଖୀ, ଆଜି ୧୮ ଜିଲ୍ଲାକୁ ଆଲର୍ଟ ଜାରି: ଉପକୂଳ ଗରମ ଓ ଗୁଳୁଗୁଳି ଜାରି
  • ||

ଟ୍ରେନରେ କଟି ଅଜଣା ଯୁବକଙ୍କ ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ

Published By : Prameya | May 20, 2025 1:53 PM

ସମ୍ବଲପୁର, ୨୦/୫ : ଟ୍ରେନରେ କଟି ଅଜଣା ଯୁବକଙ୍କ ମୃତ୍ୟୁ। ସମ୍ବଲପୁର ରେଳ ଜଙ୍କସନ(କ୍ଷେତରାଜପୁର)ରୁ ସିଟି ଷ୍ଟେସନ ମଧ୍ୟରେ ଏହି ଘଟଣା ଘଟିଛି। ଯୁବକଙ୍କ ମୁଣ୍ଡ ଶରୀରରୁ ସମ୍ପୂର୍ଣ୍ଣ ଅଲଗା ହୋଇଯାଇଛି। 

ସୂଚନାନୁଯାୟୀ, ଗ୍ୟାଙ୍ଗମେନ୍ ମାନେ ରେଳ ଟ୍ରାକରେ ଚାଲି ଯାଉଥିବା ସମୟରେ ମୃତଦେହ ପଡିଥିବା ଦେଖିଥିଲେ । ଏନେଇ ତୁରନ୍ତ ଜିଆରପିକୁ ସୂଚନା ଦେଇଥିଲେ। ଜିଆରପି ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ । ପ୍ରାଥମିକ ତଦନ୍ତରୁ ମୃତକ ଆତ୍ମହତ୍ୟା କରିଥିବା ଜିଆରପି ସନ୍ଦେହ କରୁଛି । ହେଲେ ଏଯାଏଁ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ଜିଆରପି ପକ୍ଷରୁ ସୂଚନା ଦିଆଯାଇଛି । ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠେଇ ଦିଆଯାଇଛି ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.