ପ୍ରମୂଖ ଖବର
  • ୫୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ୨ କୃଷି ଅଧିକାରୀ, ଏକକାଳୀନ ୫ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • ଭୋଗରାଇରେ ପାଗଳା କୁକୁର ଆତଙ୍କ,ଗୋଡ଼ାଇ ଗୋଡ଼ାଇ ୬ ଜଣକୁ କାମୁଡ଼ିଲା
  • ||
  • ବଡ଼ମ୍ବା ପୋଲିସକୁ ସଫଳତା, ବିଭିନ୍ନ ସ୍ଥାନରୁ ଚୋରି ଘଟଣାରେ ୫ ଅଭିଯୁକ୍ତ ଗିରଫ
  • ||
  • ଦାରିଙ୍ଗବାଡ଼ି : ପାଇପ୍‌ ଫାଟି ଡ୍ରେନ୍‌ରେ ଭାସୁଛି ପାଣି, ଜଳ ଯୋଗାଣ ବିଭାଗ ନୀରବ
  • ||
  • ବଲାଙ୍ଗୀର : ବଲା ବାଇକ୍‌ ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ, ପୋଲିସର ତଦନ୍ତ ଆରମ୍ଭ
  • ||
  • ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କାଲି ରାମଲାଲାଙ୍କୁ କରିବେ ଦର୍ଶନ
  • ||
  • ଢେଙ୍କାନାଳରେ ଫାର୍ମ ହାଉସ୍‌ ମାଲିକଙ୍କୁ ଗୁଳି କରି ହତ୍ୟା କଲେ ତିନି ଦୁର୍ବୃତ୍ତ ,କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ
  • ||
  • ଚାମ୍ପିଅନ୍ସ ଟ୍ରଫିରେ ବିଗ୍ ଫାଇଟ୍, ସୁପର ସନଣ୍ଡେରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମୁକାବିଲା
  • ||
  • ରାଜ୍ୟରେ ଆଉ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ଜାମ୍ମୁ କାଶ୍ମୀରରେ ଖାଇକୁ ଖସିଲା ଯାତ୍ରୀବାହି ବସ୍; ଜଣେ ମୃତ, ୧୯ ଆହତ

Published By : prameya | February 23, 2025 10:10 AM

ନୂଆଦିଲ୍ଲୀ,୨୩/୦୨: ଜାମ୍ମୁ କାଶ୍ମୀରରେ ମର୍ମନ୍ତୁଦ ଦୁର୍ଘଟଣା। ଖାଇକୁ ଖସିଲା ଯାତ୍ରୀବାହି ବସ୍ । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୯ ଜଣ ଆହତ ହୋଇଛନ୍ତି । ତେବେ ତୀର୍ଥଯାତ୍ରୀ ବସ୍‌ଟି ବୈଷ୍ଣୋଦେବୀଙ୍କ ଦର୍ଶନ କରି ଯାତ୍ରାକରୁଥିବା ବେଳେ ଏହି ଘଟଣା ଘଟିଛି । ସେପଟେ ଏହି ଘଟଣାକୁ ନେଇ ଜାମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ   ଉମର ଅବଦୁଲ୍ଲା ଦୁଃଖ ପ୍ରକାଶ କରିଛନ୍ତି । 

ବର୍ତ୍ତମାନ ସମସ୍ତ ଯାତ୍ରୀଙ୍କୁ ଇଦ୍ଧା଼ର କରାଯାଇ ନିକଟସ୍ଥ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଜାମ୍ମୁର ଏସଏସପି କହିଛନ୍ତି ଯେ, ଏହି ବସଟି କଟରାରୁ ଜାମ୍ମୁ ଯାଉଥିଲା। ଏଥିରେ ୧୯ ଜଣ ଯାତ୍ରୀ ଯାତ୍ରା କରୁଥିଲେ । ଏଥିରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଛି । କିନ୍ତୁ ବସ୍ ଡ୍ରାଇଭର ଏବେବି ଫସି ରହିଥିବା ବେଳେ ତାଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଯଦିଓ କାଶ୍ମୀର ମୁଖ୍ୟମନ୍ତ୍ରୀଙ୍କ ଅନୁସାାରେ ବସ୍ ଡ଼୍ରାଇଭରଙ୍କ ମୃତ୍ୟୁ ହୋଇଛି । 

ଏହା ମଧ୍ୟ ପଢନ୍ତୁ- ପତ୍ନୀଙ୍କୁ ମହାକୁମ୍ଭକୁ ଆଣି ହତ୍ୟା କଲା ସ୍ୱାମୀ, ପରିବରାକୁ କହିଲା କୁମ୍ଭ ମେଳାରେ ହଜିଗଲା ମୋ ସ୍ତ୍ରୀ

ରିପୋର୍ଟ ଅନୁସାରେ, ବସ୍ ଡ଼୍ରାଇଭର ଜଣଙ୍କ ଭାରସାମ୍ୟ ହରାଇ ଖାଇରେ ଖସି ପଡିଥିଲା । ଏନେଇ ଖବର ପାଇ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରିଛି । କିନ୍ତୁ ଡ଼୍ରାଇଭର ଜଣକ ଫସି ରହିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି । ପୋଲିସ ମୁତାବକ, ଏପର୍ଯ୍ୟନ୍ତ ଆହତଙ୍କ ଚିକିତ୍ସା ଜାରି ରଙିଛି ।  


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.