ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଟଙ୍କା ସହିତ ଧରାପଡ଼ିଲେ ନୂଆପଡ଼ା ଏମ୍‌ଭିଆଇ; ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧାରେ ଧରିଲା ଭିଜିଲାନ୍ସ

ଖୋର୍ଦ୍ଧା,୦୭/୦୯: ଟଙ୍କା ସହତ ଧରାପଡ଼ିଲେ ନୂଆପଡା ଏମ୍‌ଭିଆଇ । ନୁଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ହସ୍ପିଟାଲ ଛକ ଠାରେ ଏମ୍‌ଭିଆଇଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଭିଜିଲାନ୍ସ ହାତରେ ନୂଆପଡ଼ା ଏମ୍‌ଭିଆଇ ବିଜୟ ବେହୁରିଆ ଧରାପଡିଛନ୍ତି । ଧରାପଡ଼ିବା ପରେ ଜବତ ଟଙ୍କା ବାବଦରେ କୌଣସି ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ ବିଜୟ । ତେବେ ଏହି ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ କରାଯାଉଛି । ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ଏମ୍‌ଭିଆଇଙ୍କ ୫ଟି ସ୍ଥାନରେ ରେଡ୍‌ କରୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.