ପ୍ରମୂଖ ଖବର
  • ଜଗତସିଂହପୁର ରଘୁନାଥପୁର ଥାନା ଅଞ୍ଚଳରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିରୋଧ କରିବାରୁ ଲହୁ ଲୁହାଣ କଲେ ଦୁର୍ବୃତ୍ତ
  • ||
  • ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ, ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ନୟାଗଡ଼: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ୭୦ ବର୍ଷ ବୟସରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||

୩୦୦୦ ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ; ୨ଟି ସ୍ଥାନରେ ଏକକାଳୀନ ଚଢ଼ାଉ

Published By : Harapriya Sethi | August 6, 2025 2:05 PM

କେନ୍ଦୁଝର,୦୬/୦୮: ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂ-ବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା । ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ବୁଧବାର ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ । ତାଙ୍କର ସରକାରୀ ଅଫିସ୍ ଓ ବାସଭବନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଉକ୍ତ କର୍ମଚାରୀଙ୍କ ବିରୋଧରେ ପୂର୍ବରୁ ଅନେକ ଅଭିଯୋଗ ଭିଜିଲାନ୍ସ ନିକଟରେ ହୋଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.