ପ୍ରମୂଖ ଖବର
  • ପୁରୀ : ପୁରୁଷୋତ୍ତମ ଏକ୍ସପ୍ରେସରୁ ୧୫୦ ଗୁଳି ଜବତ
  • ||
  • ଦେବଗଡ : ଯୁବତୀଙ୍କୁ ଟାଙ୍ଗିଆରେ ହାଣି ହତ୍ଯା
  • ||
  • ଭୁବନେଶ୍ୱର : ବିଷ ଇଞ୍ଜେକ୍ସନ ଦେଇ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ: ୨ ଯୁବତୀଙ୍କ ସହ ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ସୂର୍ଯ୍ୟମନ୍ଦିରରେ ବଙ୍ଗୀୟ ପର୍ଯ୍ୟଟକ ଆହତ, ଦୀର୍ଘ ସମୟ ଧରି ଫାଟକ ବାହାରେ ଠିଆ ହୋଇ ରହିଲା ଆମ୍ବୁଲାନ୍ସ
  • ||
  • ବିହାରରେ ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାରକୁ ୬ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା
  • ||
  • ବଡ଼ବିଲ ଷ୍ଟେସନ ରୋଡ଼ରେ ଅଘଟଣ, ୧୧ କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ଟେଣ୍ଟ କର୍ମଚାରୀଙ୍କ ଜୀବନ
  • ||
  • ବୌଦ୍ଧ : ବସ୍ ଭିତରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କଟକ : କ୍ରାଇମବ୍ରାଞ୍ଚ ହାତରେ ସାଇବର ଠକ ରାକେଟ, ରାଜ୍ୟ ବାହାରୁ ୨୪ ଜଣ ଗିରଫ
  • ||
  • ମୁଣ୍ଡଳୀ ବ୍ରିଜ୍‌ରୁ ଡେଇଁ ନିଖୋଜ ହୋଇଥିଲେ ଯୁବକ, ମିଳିଲା ମୃତଦେହ
  • ||
  • ବାରିପଦା : କାର୍ଯ୍ୟରେ ଅବହେଳା ପରେ କଠୋର ପଦକ୍ଷେପ ନେଲେ ଜିଲ୍ଲାପାଳ, ୮୪୩ ଟ୍ୟାଗ୍ ଅଫିସର୍‌ଙ୍କ ଦରମା ବନ୍ଦ
  • ||
  • କେନ୍ଦୁଝର : ଅଷ୍ଟମ ବେତନ କମିଶନ ଓ ୟୁପିଏସକୁ ନେଇ ଶ୍ରମିକ ୟୁନିଅନର ସାଧାରଣ ସଭା ଅନୁଷ୍ଠିତ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜ‌ରେ ରାଗିଂ ଘଟଣା: ମୁହଁ ଖୋଲିଲେ ଦ୍ଵିତୀୟ ବର୍ଷ ଛାତ୍ର
  • ||
  • ଗଜପତିରୁ ଗୋରୁ ବୋଝେଇ ଟ୍ରକ୍ ଜବତ, ଡ୍ରାଇଭର ଅଟକ
  • ||
  • କୁହୁଡିର ଧଳା ଚାଦର ତଳେ କେନ୍ଦୁଝର ସହର, ରାସ୍ତାରେ ଗାଡି ମୋଟର ଚଳାଚଳରେ ସମସ୍ୟା
  • ||
  • ବାଲିପାଟଣା : ଗୋମାଂସ ଚୋରା ଚାଲାଣ ବେଳେ ଗାଡି ଅଟକାଇଲେ ଲୋକେ, ୩ ବସ୍ତା ଗୋମାଂସ ଜବତ
  • ||
  • ସୁନ୍ଦରଗଡ଼ : କରମଡିହିରେ ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ୫ ଜଣକୁ ନିର୍ମମ ହତ୍ୟା, ୪ ଗୁରୁତର
  • ||
  • ରାଜଧାନୀରେ ହତ୍ୟାକାଣ୍ଡ: ମାଛ ଖାଇବାକୁ ନଦେବାରୁ ଗଡିଲା ମୁଣ୍ଡ, ସହକର୍ମୀଙ୍କୁ ପନିକିରେ ହାଣିଲା ଦୁର୍ବୃତ୍ତ
  • ||

ଇଞ୍ଜିନିୟରଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ

ବଲାଙ୍ଗୀର, ୨୫/୦୭ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍। ବଲାଙ୍ଗୀର ଲୋୟର ସୁକତେଲ ପ୍ରୋଜେକ୍ଟର ଚିଫ୍ କଷ୍ଟ୍ରକ୍ସନ ଇଞ୍ଜିନିୟର ସୁନୀଲ ରାଉତଙ୍କ ଘରେ ରେଡ୍ ହୋଇଛି। ଏକକାଳୀନ ୯ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ।

ସୂଚନାନୁଯାୟୀ, ସୁନୀଲ ରାଉତଙ୍କ ଭୁବନେଶ୍ୱର ନୀଳାଦ୍ରି ବିହାରରେ ଥିବା ଘର, ନୟାପଲ୍ଲୀ ସ୍ଥିତ ଦୋମହଲା ଘର, ପୁରୀ ଭିଆଇପି ରୋଡ୍ ସ୍ଥିତ ଫ୍ଲାଟ୍, ଗ୍ରାଣ୍ଡ ରୋଡ୍‌ରେ ଥିବା ଫ୍ଲାଟ୍, କଟକ ଗୁରୁଡ଼ିଝାଟିଆସ୍ଥିତ ପୈତୃକ ଘର, ଅନୁଗୁଳ କିଶନ ନଗର ସ୍ଥିତ ସମ୍ପର୍କୀୟଙ୍କ ଘର, ନୟାପଲ୍ଲୀ ସ୍ଥିତ ସମ୍ପର୍କୀୟଙ୍କ ଘର, ବଲାଙ୍ଗୀର ଘର ଓ ଅଫିସ ଚାମ୍ବରରେ ଏକକାଳୀନ ଚଢାଉ ଚାଲିଛି। ସ୍ପେଶାଲ ଜଜ୍ ଭୁବନେଶ୍ୱରଙ୍କ ନିର୍ଦ୍ଦେଶ କ୍ରମେ ୨ ଅତିରିକ୍ତ ଏସପିଙ୍କ ନେତୃତ୍ଵରେ ୮ଜଣ ଡିଏସପି, ୬ ଇନ୍ସପେକ୍ଟର, ୧୦ ଏଏସଆଇ ଓ ଅନ୍ୟାନ୍ୟ ଷ୍ଟାଫ ସକାଳୁ ଚଢ଼ାଉ ଜାରି ରଖିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.