ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଜେଲ ସୁପରିଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଏକକାଳୀନ ୭ଟି ସ୍ଥାନରେ ରେଡ୍

କେନ୍ଦୁଝର,୦୬/୦୯: ଆୟ ବହିର୍ଭୁତ ସମ୍ପତି ଅଭିଯୋଗରେ ରେଡ୍‌ । କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ୍‌ ସତ୍ୟ ପ୍ରକାଶ ସ୍ୱାଇଁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ । ଶୁକ୍ରବାର ଭୁବନେଶ୍ୱରରୁ ଏକ ଟିମ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଏହି ଚଢ଼ାଉ କରିଛି । କେନ୍ଦୁଝର ଅଫିସ୍, ବାସଭବନ,ଭଦ୍ରକ ପୈତୃକ ଭବନ, ଭୂବନେଶ୍ଵର ଲକ୍ଷ୍ମୀସାଗର ନିଜ ଘର ଓ ଶ୍ୱଶୁର ଘର ଜାଗମରାର ନିଜ ଘର ମିଶି ମୋଟ୍‌ ୭ ଟି ସ୍ଥାନରେ ଚଢାଉ ଜାରି ରହିଛି । 

ସୂଚନା ମୁତାବକ, କେନ୍ଦୁଝର ଜେଲ୍‌ ଅଧିକ୍ଷକ ସତ୍ୟ ପ୍ରକାଶ ସ୍ୱାଇଁଙ୍କ ସରକାରୀ ବାସ ଭବନରେ ଭିଜିଲାନ୍ସ ରେଡ୍‌ ଜାରି ରହିଛି । ଏହି ଚଢାଉ ପାଇଁ ମାନ୍ୟବର ସ୍ପେସାଲ ଜଜ୍‌ ଏକ ସର୍ଚ୍ଚ ୱାରେଣ୍ଟର ଜାରି କରିଥିଲେ । ୧୨ ଜଣ ଡିଏସ୍‌ପି, ୧୧ ଜଣ ଇନ୍ସପେକ୍ଟର (ଏସ୍‌ଆଇ ଏବଂ ଏସ୍‌ଆଇ)ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଏହି ରେଡ୍‌ କରାଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.