ପ୍ରମୂଖ ଖବର
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ଜଳେଶ୍ୱର,୨୭/୦୯: ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି ଜଳକା ନଦୀର ପାଣି । ଗତ ଦିନି ଦିନ ଧରି ଉପର ମୁଣ୍ଡରେ ଲଗାଣ ଲଘୁଚାପ ବର୍ଷା ଯୋଗୁଁ ବଢୁଛି ଜଳକାନଦୀର ଜଳସ୍ତର । ବସ୍ତା ମଥାନୀଠାରେ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି ଜଳସ୍ତର । ମଥାନୀ ଠାରେ ବିପଦ ସଙ୍କେତ ୬.୫୦ ମିଟର ଥିଲା ବେଳେ ଶୁକ୍ରବାର ସକାଳା ୬ ଟା ସୁଦ୍ଧା ଜଳସ୍ତର ୬.୪୧ ମିଟରରେ ପ୍ରଭାବିତ ହେଉଛି ବନ୍ୟାଜଳ । ଫଳରେ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ଦେଖା ଦେଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.