ପ୍ରମୂଖ ଖବର
  • ବାଲେଶ୍ୱର : କାଳ ସାଜିଲା ଅନଲାଇନ୍‌ ଖେଳ, ୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ହରାଇ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଘଟଗାଁ ମା' ତାରିଣୀଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ, ସମାଜର ପାଇଁ କଲେ ମଙ୍ଗଳ କାମନା
  • ||
  • ନବମ ଥର ପାଇଁ ନବୀନ ବିଜେଡି ମୁଖିଆ, ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ- ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ ଟକ୍କର, ବିଜୟ ପାଇଁ ବ୍ୟାକୁଳ ପରାଗ ବାହିନୀ
  • ||
  • ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି, ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ମେ ୭ ଯାଏ ୟୁଜିସି ନେଟ୍‌ ଆବେଦନ ସୁଯୋଗ, ଜୁନ୍‌ ୨୧ରୁ ୩୦ ମଧ୍ୟରେ ପରୀକ୍ଷା
  • ||
  • IPL 2024: ଆଜି କ୍ୟାପିଟାଲ୍ସକୁ ଭେଟିବ ଟାଇଟନ୍ସ, ଅହମ୍ମଦାବାଦରେ ସ୍ପିନ ଲଢ଼େଇ
  • ||
  • କଂଗ୍ରେସକୁ ଦୁର୍ବଳ କରିବାକୁ ସରକାରୀ କଳର ଅପବ୍ୟବହାରକୁ ବିରୋଧ, ଆଜି ଇଡି ଅଫିସ ଘେରିବ ଯୁବ କଂଗ୍ରେସ
  • ||
  • ସମ୍ୱଲପୁର : ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌, ଜଣେ ଆହତ
  • ||
  • ଯାଜପୁର : ବରଯାତ୍ରୀ ଗୋଷ୍ଠୀ ମଧ୍ୟରେ ଗାଡ଼ି ସାଇଡ୍‌ ମରାକୁ ନେଇ ବଚସା, ଫାଙ୍କା ଗୁଳିଚାଳନା କଲେ ଦୁର୍ବୃତ୍ତ
  • ||
  • ଶନିବାରଠୁ କମିବ କାଳବୈଶାଖୀ ବର୍ଷା, ୬ ଜିଲ୍ଲାକୁ ୨ ଦିନ ଯାଏ ବର୍ଷା ଆଲର୍ଟ: କେନ୍ଦ୍ରୀୟ ଓଡ଼ିଶାରେ ବଢ଼ିବ ତାତି
  • ||

୧୦୦ ଫୁଟ ତଳକୁ ଖସିଲା ପାଣି ଟ୍ୟାଙ୍କର୍‌, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

Published By : Harapriya Sethi | February 28, 2025 9:37 AM

ଭୁବନେଶ୍ୱର, ୨୮/୦୨: ତେଲକୋଇ-ବିମଳା ରାସ୍ତାରେ ଦୁର୍ଘଟଣା । ଖୁଣ୍ଟାପଡା ଗାଁ ନିକଟ ଲାଠିଗୋଡା ପୋଲର ୧୦୦ ଫୁଟ ତଳକୁ ଖସିଲା ପାଣି ଟ୍ୟାଙ୍କର୍‌ । ଅଳ୍ପକେ ବର୍ତିଲେ ଡ୍ରାଇଭର । କେନ୍ଦୁଝର ଜିଲ୍ଲା ତେଲକୋଇ-ବିମଳା ରାସ୍ତାରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ତେଲକୋଇ -ବିମଳା ରାସ୍ତାରେ ଖୁଣ୍ଟାପଡା ଗାଁ ନିକଟସ୍ଥ ଲାଠିଗୋଡା ପୋଲର ଉଭୟ ପାର୍ଶ୍ୱରେ ସୁରକ୍ଷା ବାଡ଼ ନଥିବାରୁ ଘଟିଗଲା ଦୁର୍ଘଟଣା । ସେହି ରାସ୍ତା ଦେଇ ଯାଉଥିବା ଏକ ପାଣି ଟ୍ୟାଙ୍କର୍‌ ଭାରସାମ୍ୟ ହରାଇ ଲାଠିଗୋଡା ପୋଲର ୧୦୦ ଫୁଟ ତଳକୁ ଖସିପଡ଼ିଥିଲା । ଏହି ଦୁର୍ଘଟଣାରେ ଡ୍ରାଇଭର ଜଣକ ଅଳ୍ପକେ ବର୍ତ୍ତି ଯାଇଥିଲେ । ଦୁର୍ଘଟଣା ହେବା ଦେଖି ସ୍ଥାନୀୟଲୋକେ ଦୌଡ଼ି ଆସି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.