ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲେ ଡ୍ରିମ୍‌ଗାର୍ଲ, ସାଲିଆ ସାହିରେ ଜନସଭା କରିବେ ହେମାମାଳିନୀ
  • ||
  • ଭାରସାମ୍ୟ ହରାଇ ଡିଭାଇଡରକୁ ପିଟିଲା ବୋଲେରୋ: ୨ ମୃତ, ୮ ଗୁରୁତର
  • ||
  • ସୁନା ଦର ୭୪ ହଜାର ଟଙ୍କା ପାର୍, ବର୍ଷକରେ ୮୫,୦୦୦କୁ ଯିବ
  • ||
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

ରାଜ୍ୟରେ ତାତି ବିସ୍ଫୋରଣ, ୪୦ ଡିଗ୍ରୀ ଡେଇଁଲା ବାଲେଶ୍ୱର ତାପମାତ୍ରା

ଭୁବନେଶ୍ୱର ୦୨/୦୫: ରାଜ୍ୟରେ ତାତି ବିସ୍ଫୋରଣ। ସକାଳୁ ସକାଳୁ ତତଲା ହାୱା ମାଡ଼ । ଅସହ୍ୟ ଗରମ କଲାଣି କଲବଲ। ଦିନ ସାଢ଼େ ୧୧ଟା ସୁଦ୍ଧା ୪୦ ଡିଗ୍ରୀ ଡେଇଁଲାଣି ବାଲେଶ୍ୱର ତାପମାତ୍ରା। ୩୯ ଡିଗ୍ରୀ ଉପରେ ଓଡ଼ିଶାର ପାଞ୍ଚ ସହର।

ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ମୁତାବିକ, ଦିନ ସାଢ଼େ ୧୧ଟା ବାଲେଶ୍ୱରରେ ୪୦.୬°,ଝାରସୁଗୁଡାରେ ୪୦°, କେନ୍ଦୁଝରରେ ୪୦°, ସମ୍ବଲପୁରରେ ୩୯.୭°, ହୀରାକୁଦରେ ୩୯°,ରାଉରକେଲାରେ ୩୮.୪°, ଭୁବନେଶ୍ୱରରେ ୩୮°,ପୁରୀରେ ୩୩.୬°,ପାରାଦୀପରେ ୩୨.୪°,ଗୋପାଳପୁରରେ ୩୨.୪ ° ତାପମାତ୍ରା ରେକର୍ଡ କରାଯାଇଛି।

ସକାଳ ସାଢ଼େ ୮ଟା ସୁଦ୍ଧା ତାଳଚେରରେ ୩୭.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା ସେହିଭଳି ଭବାନୀପାଟଣା ୩୬.୨ଂ, ବଲାଙ୍ଗିର ୩୫.୪ଂ, ମାଲକାନଗିରି ୩୫ଂ,ଝାରସୁଗୁଡ଼ା ୩୪.୮ଂ, ବାଲେଶ୍ବର ୩୪.୬ଂ, ରାଉରକେଲା ୩୪.୪ଂ ତାପାମାତ୍ରା ରେକର୍ଡ ହୋଇଛି।

  • PrameyaOdia
  • prameya
  • Heat Wave
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.