ପ୍ରମୂଖ ଖବର
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ,୨୨ରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ
  • ||
  • ବଲାଙ୍ଗୀର : ଟିକ୍ରାପଡ଼ା-ଝିଙ୍କିଡୁଙ୍ଗୁରି ରାସ୍ତାରେ ବାଇକ୍‌ ଦୁର୍ଘଟଣା, ବାଇକ୍‌ ଆରୋହୀ ମୃତ
  • ||
  • ଆନନ୍ଦପୁର : ୨୫୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଗୁଜରାଟ ମଡେଲରେ ଓଡ଼ିଶାରେ ହେବ ପୋଷଣ କେନ୍ଦ୍ର, ହିତାଧିକାରୀଙ୍କୁ ମିଳିବ ସ୍ୱତନ୍ତ୍ର କାର୍ଡ
  • ||
  • ମୟୂରଭଞ୍ଜ : ପାରିବାରିକ ଅସନ୍ତୋଷରୁ ସ୍ତ୍ରୀକୁ ପିଟିପିଟି ହତ୍ୟା ,ସ୍ୱାମୀ ଫେରାର
  • ||
  • ଜଳେଶ୍ୱରରେ ଲଜ୍ଜ୍ୟା : ସ୍ବାମୀକୁ ନିଶା ଖୁଆଇ ସ୍ତ୍ରୀକୁ ଦୁଷ୍କର୍ମ ଅଭିଯୋଗ, ସମ୍ପର୍କୀୟ କାକା ଫେରାର
  • ||
  • ଶାନ୍ତିପଲ୍ଲୀ ବସ୍ତିରେ ହତ୍ୟା ଘଟଣା: ୩ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଏଆର ରେହମାନ ଅସୁସ୍ଥ, ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି
  • ||
  • ଗୁଲୁମୀ ଜଳପ୍ରପାତରେ ବୁଡ଼ି ଛତିଶଗଡ଼ର ଦୁଇ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଗଡଗୋବିନ୍ଦପୁର ପୂର୍ବତନ ସରପଞ୍ଚ କେ ହରିବନ୍ଧୁ ରେଡ୍ଡୀଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କନ୍ଧମାଳ : ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚିରନିଦ୍ରାରେ ପଦ୍ମଭୂଷଣ ରମାକାନ୍ତ ରଥ, ୯୧ ବୟସରେ ତ୍ୟାଗ କଲେ ଶେଷ ନିଶ୍ବାସ
  • ||
  • ଲସ୍କର ଆତଙ୍କୀ ଅବୁ କତାଲ ନିହତ; NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ ଥିଲା
  • ||
  • ଭୁବନେଶ୍ୱର : କାର୍‌-ସ୍କୁଟର୍‌ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ଓଡ଼ିଶାରେ ଉପରମୁହାଁ ତାତି, ୩ ଦିନ ପାଇଁ ହିଟ୍‌ଓ୍ବେଭ୍ ଆଲର୍ଟ, ୩ ଜିଲ୍ଲାକୁ ରେର୍ଡ ଏବଂ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଓଡ଼ିଶାରେ ଉପରମୁହାଁ ତାତି: ୩ ଦିନ ପାଇଁ ହିଟ୍‌ଓ୍ବେଭ୍ ଆଲର୍ଟ, ୩ ଜିଲ୍ଲାକୁ ରେର୍ଡ ଓ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Published By : Prameya | March 16, 2025 8:15 AM

ଭୁବନେଶ୍ୱର ୧୬/୦୩: ଓଡ଼ିଶାରେ ଉପରମୁହାଁ ପାରଦ। ମାର୍ଚ୍ଚରେ ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ତାତି।  ଆକାଶରୁ ନିଆଁ ବର୍ଷା। ପ୍ରଚଣ୍ଡ ଖରାରେ ଜଳୁଛି ପଶ୍ଚିମରୁ ଉପକୂଳ। ବୌଦ୍ଧ ପାଲଟିଲା ଦେଶର ସବୁଠୁ ଉତ୍ତପ୍ତ ସହର। ୪୨.୫ ଡ଼ିଗ୍ରୀ ତାପାମତ୍ରା ରେକର୍ଡ। ଆହୁରି ୩ ଦିନ ପାଇଁ ହିଟ୍‌ଓ୍ବେଭ୍ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ।  

ଗ୍ରୀଷ୍ମଲହରୀ ଲାଗି ପାଣିପାଗ ବିଭାଗ ପକ୍ଷରୁ ଆଜି ୩ ଜିଲ୍ଲାକୁ ରେର୍ଡ ୱାର୍ଣ୍ଣିଂ, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୬ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି। ଶନିବାର ୪୦ ଡିଗ୍ରୀ ଉପ‌ରେ ୧୩ ସହରର ତାପମାତ୍ରା। ୪୨.୫ ଡ଼ିଗ୍ରୀ ସହ ବୌଦ୍ଧ  ଉତ୍ତପ୍ତ ସହର, ସମ୍ବଲପୁର ୪୨.୨ ଡ଼ିଗ୍ରୀ, ଝାରସୁଗୁଡା ୪୧.୮ ଡ଼ିଗ୍ରୀ ସହ ଭୀଷଣ ଗ୍ରୀଷ୍ମପ୍ରବାହ ଅନୁଭୂତ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.