ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଆସନ୍ତା ୪ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ, ୨୯ରୁ ପୁଣି ଗ୍ରୀଷ୍ମ ପ୍ରବାହ ଜାରୀ: ପାଣିପାଗ କେନ୍ଦ୍ର

Published By : Ladu Kishor | March 26, 2025 6:44 PM

ଭୁବନେଶ୍ବର ୨୬/୦୩: ପୁଣି ଫେରିବ ତାତି। ୨୯ ରୁ ୩୧ ମାର୍ଚ୍ଚ ମଧ୍ୟରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି। ଓଡିଶାର କିଛି ଅଞ୍ଚଳରେ ୨୯ ରୁ ୩୧ ମଧ୍ୟରେ ତାପମାତ୍ରା ୪୦ ଡ଼ିଗ୍ରୀ ଅତିକ୍ରମ ସହ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ସୂଚନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି ଯେ, ୨୯ ରୁ ପୁଣି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଥିପାଇଁ ଅଭ୍ୟନ୍ତରୀଣ ଓଡ଼ିଶା ବିଶେଷ ପ୍ରଭାବିତ ହେବ। ଏନେଇ ୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ସୋନପୁର,ବଲାଙ୍ଗୀର,ବୌଦ୍ଧ, କଳାହାଣ୍ଡି ଏବଂ ସମ୍ବଲପୁର । ସେପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି,କି ମୁଖ୍ୟତଃ କେନ୍ଦ୍ରୀୟ ଓଡ଼ିଶା, ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଧ୍ୟ କାଳ ବୈଶାଖୀ ବର୍ଷା ହୋଇପାରେ । ଅନ୍ୟ ପକ୍ଷରେ ଖରାକୁ ନଜରରେ ରଖି ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ଜଳଛତ୍ର ଖୋଲି ଲାଣି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.