ପ୍ରମୂଖ ଖବର
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ମାଟିଆଭଟାରେ ବିକାଶ ବାହନକୁ ସ୍ଵାଗତ; ହିତାଧିକାରୀଙ୍କୁ ବିଭିନ୍ନ ଯୋଜନାରେ କାର୍ଯ୍ୟାଦେଶ, ରାସନ କାର୍ଡ ବଣ୍ଟନ

Published By : Bijay Swain | June 16, 2025 9:12 PM

ଖପ୍ରାଖୋଲ, ୧୬/୬(ଆପ୍ର): ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ମାଟିଆଭଟା ପଞ୍ଚାୟତ କାର୍ଯ୍ୟାଳୟରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ ଯୋଜନାର ସଫଳତାର ସଚେତନତା ବାର୍ତ୍ତା ବାଣ୍ଟୁଥିବା ବିକାଶ ବାହନ ରଥକୁ ଭବ୍ୟ ସ୍ଵାଗତ କରାଯାଇଥିଲା।

ସ୍ଥାନୀୟ ସରପଞ୍ଚ ସନ୍ତୋଷିନି ବରିହାଙ୍କ ଅଧ୍ୟକ୍ଷତାରେ ଏହି ଅବସରରେ ଏକ ବିଭିନ୍ନ ବିଭାଗର ବିକାଶ ପ୍ରଦର୍ଶନୀ ବିଭିନ୍ନ ବିଭାଗର ନୂତନ ହିତାଧିକାରୀଙ୍କୁ ଅନ୍ତୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ, ନିର୍ମାଣ ଶ୍ରମିକ ପରିଚୟ ପତ୍ର, ମାଟି ସ୍ୱାସ୍ଥ୍ୟ କାର୍ଡ, କିସାନ କ୍ରେଡିଟ କାର୍ଡ, ମାଣ୍ଡିଆ ବିହନ, ବାର୍ଦ୍ଧକ୍ୟ ଭତ୍ତା, ଚାରା ଆଦି ବଣ୍ଟନ କରିଥିଲେ। 

କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ରୂପେ ବିଡ଼ିଓ ବିବେକାନନ୍ଦ ଷଡ଼ଙ୍ଗୀ, ଉପ ମୁଖ୍ୟମନ୍ତ୍ରୀଙ୍କ ବ୍ଲକ ପ୍ରତିନିଧି ପଦ୍ମ କୁମାର ସିଂ ବରିହା, ଯୋଗାଣ ଅଧିକାରୀ ବିକାଶ ଵାର୍ଲା, ସାମାଜିକ ସୁରକ୍ଷା ଅଧିକାରୀ କନିଷ୍କ ବିଭାର, ଜିପିଡିଓ ପରମେଶ୍ୱର ନାଏକ, ଏପିଓ ପ୍ରଶାନ୍ତ କୁମାର ସାହୁ, ଭାଜପା ବ୍ଲକ୍ ସଭାପତି ଉମାକାନ୍ତ ପ୍ରଧାନ, ଗଣ ମାଧ୍ୟମ ପ୍ରତିନିଧି ଅଭୟ ତ୍ରିପାଠୀ, ଉଦ୍ୟାନ କୃଷି ଅଧିଦର୍ଶକ ପି ପଟେଲ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହି ସରକାରଙ୍କ ଯୋଜନା ସମ୍ପର୍କରେ ଅବଗତ କରିଥିଲେ। ସେହିପରି ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.