ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଟ୍ରକ୍ ଦେଲା ଧକ୍କା, ସ୍ବାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ : କ୍ଷତିପୂରଣ ଦାବିରେ ରାସ୍ତାରୋକ

ନୟାଗଡ, ୮।୯ :  ଇଟାମାଟି ନିକଟରେ ରାସ୍ତାକଡରେ ଛିଡା ହୋଇଥିବା ବେଳେ ଟ୍ରକ ଧକ୍କାରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ହୋଇଛି। ମୃତକ ହେଲେ ନୂଆଘଡୁଆଳ ଗାଁର ଜୟନ୍ତୀ ପାଳ ।କ୍ଷତିପୂରଣ ଦାବିରେ ଉତ୍ତ୍ଯକ୍ତ ଲୋକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟରାଜପଥ ଅବରୋଧ  କରିଛନ୍ତି। 

ଜୟନ୍ତୀ ଏବଂ ତାଙ୍କ ସ୍ବାମୀ ପ୍ରଫୁଲ୍ଲ ପାଳ କଳାମାଟିଆରୁ ନିଜ ଗାଁକୁ ସ୍କୁଟିରେ  ଫେରୁଥିଲେ। ଇଟାମାଟି ନିକଟରେ ରାସ୍ତାକଡରେ ଛିଡା ହୋଇ ପରିସ୍ରା କରୁଥିଲେ । ସେହି ସମୟରେ ନୟାଗଡ ପଟୁ ଦ୍ରୁତଗତିରେ ଯାଉଥିବା ଏକ ଟ୍ରକ୍ ଉଭୟଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଜୟନ୍ତୀଙ୍କ ମୃତ୍ଯୁ ହୋଇଥିବାବେଳେ  ପ୍ରଫୁଲ୍ଲ  ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ପ୍ରଫୁଲ୍ଲଙ୍କୁ  ଆମ୍ବୁଲାନ୍ସରେ ନୟାଗଡ ମେଡିକାଲକୁ ପଠାଯାଇଛି । ଦୁର୍ଘଟଣା ପରେ ଡ୍ରାଇଭର ଟ୍ରକ୍ ଛାଡି ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି । ଏହା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଛି।  ସେପଟେ ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଉତ୍ତ୍ଯକ୍ତ ଲୋକମାନେ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି । ଫଳରେ ରାସ୍ତାର ଉଭୟପଟରେ ବହୁ ସଂଖ୍ଯାରେ ଗାଡିମଟର ଅଟକି ରହିଛି । ଇଟାମାଟି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.