ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ପାରିବାରିକ କଳହରୁ ମହିଳାଙ୍କ ଆତ୍ମହତ୍ୟା

ରିଆମାଳ, ୧୨/୦୯ : ପାରିବାରିକ କଲହରୁ ମହିଳାଙ୍କ ଆତ୍ମହତ୍ୟା। ଦେବଗଡ଼ ଜିଲ୍ଲା ରିଆମାଳ ଥାନା ମଲେହିପଡା ଗ୍ରାମରେ ଏଭଳି ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ବୁଧବାର ରାତିରେ ମଲେହିପଡା ଗ୍ରାମର ନେପାଳ ଭଇଂସା ଓ ତାଙ୍କ ସ୍ତ୍ରୀ ରୁବି ଭଇଂସା ତଥା ପରିବାରବର୍ଗ ଖାଇ ସାରି ଶୋଇଥିଲେ। ଗୁରୁବାର ସକାଳୁ ରୁବି ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଦେଖିଥିଲେ। ଏନେଇ ରିଆମାଳ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ରୁବିଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସାଇଣ୍ଟିଫିକ୍ ଟିମ୍ ଆସି ତଦନ୍ତ କରିବା ପରେ ସବୁକିଛି ଜଣାପଡ଼ିବ ବୋଲି ଅନୁମାନ କରାଯାଉଛି।  


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.