ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

କୁଅରୁ ମହିଳାଙ୍କ ଶବ ଉଦ୍ଧାର; ମୃତ୍ୟୁର କାରଣ ଅସ୍ପଷ୍ଟ

Published By : Bijay Swain | May 29, 2025 9:36 PM

ଥୁଆମୂଳ ରାମପୁର, ୨୯/୫( ଆ.ପ୍ର): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବୋରା ଗ୍ରାମର ଏକ କୂଅରୁ   ମହିଳାଙ୍କ ଶବ ଉଦ୍ଧାର କରାଯାଇଛି । ଏହା ଆତ୍ମହତ୍ୟା ନା ସୁପରିକଳ୍ପିତ ହତ୍ୟା କାରଣ ଅସ୍ପଷ୍ଟ ରହିବା ସହ ଏହି ଘଟଣା ସାମ୍ନାକୁ ଆଲିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି । ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବୋରା ଗ୍ରାମର ରଞ୍ଜନ ନାଏକଙ୍କ ସ୍ତ୍ରୀ ତମାଳ ନାଏକଙ୍କ ମୃତଦେହ ନିକଟରେ ଥିବା କୁଅରେ ଭାସୁଥିବା ନେଇ ଲୋକେ ଜାଣିବାକୁ ପାଇଥିଲେ । ଏନେଇ ପୁଲିସକୁ ଖବର ମିଳିବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି କୂଅରୁ ଶବକୁ ଉଦ୍ଧାର କରି ସାଇଣ୍ଟିଫିକ ଟିମ ସହିତ ତଦନ୍ତ ଚଳାଇଛି । ଅନ୍ୟ ପକ୍ଷରେ ଏହା ଆତ୍ମହତ୍ୟା ନା ସୁପରିକଳ୍ପିତ ହତ୍ୟା ତାହା ତଦନ୍ତ ପରେ ହିଁ ଜଣା ପଡିବ ବୋଲି ପୁଲିସ ସୂଚନା ଦେଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.