ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ

Published By : Harapriya Sethi | July 3, 2025 3:01 PM

ବ୍ରହ୍ମବରଦା,୦୩/୦୭: ବ୍ରାହ୍ମଣୀ ନଦୀରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର । ମୃତଦେହ ବହୁ ଦିନର ହୋଇଥିବା ଅନୁମାନ କରାଯାଉଛି । ଯାଜପୁର ଜିଲ୍ଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ଝାଲପଡ଼ା ନିକଟ ବିଶ୍ଵାଳ ସାହି ନଦୀ କୂଳରେ ମୃତ ମହିଳା ଭାସୁଥିବାର ଦେଖିବାକୁ ମିଳିଥିଲା । 

ସୂଚନା ମୁତାବକ, ଗୁରୁବାର ଅପରାହ୍ଣରେ ଦୁର୍ଗନ୍ଧ ହେବାରୁ କିଛି ଲୋକ ଖୋଜି ଖୋଜି ଗଳିତ ମୃତଦେହ ଦେଖିଥିଲେ । ଏସମ୍ପର୍କରେ ଖବର ପାଇବା ପରେ ବ୍ରହ୍ମବରଦା ପୁଲିସ ଓ ବରୁଆ ଅଗ୍ନିଶମ ବାହିନୀ ଗଳିତ ମୃତଦେହ ଉଦ୍ଧାର କରିଥିଲେ । ତେବେ ମୃତଦେହ ବହୁ ଦିନର ବୋଲି ଅନୁମାନ କରାଯାଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.