ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ଆନ୍ଧ୍ରକୁ କାଠ ଚୋରା ଚାଲାଣ ପଣ୍ଡ; ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ

Published By : Rasmita Pradhan | May 27, 2025 10:29 AM

ଗୁଣପୁର,୨୭l୫: ରାୟଗଡ଼ା ଜିଲ୍ଲା ଗୁଣପୁର ବନ ବିଭାଗକୁ ବଡ଼ ସଫଳତା । ବାହାର ରାଜ୍ୟକୁ କାଠ ଚୋରା ଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ। ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ। 

ସୂଚନାନୁଯାୟୀ, ଗୁଣପୁର ବ୍ଲକ୍ ଜଗନ୍ନାଥପୁର ଅଞ୍ଚଳରୁ ଆନ୍ଧ୍ରକୁ ଶାଗୁଆନ କାଠଗଣ୍ଡି ଚୋରା ଚାଲାଣ ହେଉଥିଲା। ସୋମବାର ରାତିରେ ବନ ବିଭାଗର ପାଟ୍ରୋଲିଂ ବେଳେ ଗୋଟଲପଦର ଛକଠାରେ ଏକ କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କରିଛି । ଗାଡ଼ିରୁ ଲକ୍ଷାଧିକ ଟଙ୍କାର ୨୯ଟି କାଠଗଣ୍ଡି ଜବତ ହୋଇଛି । ବନଖଣ୍ଡ ଅଧିକାରୀ ଗଙ୍ଗାଧର ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଛି । ଦୀର୍ଘ ଦିନ ହେବ ସୀମାନ୍ତ ଅଞ୍ଚଳରୁ ଆନ୍ଧ୍ର କାଠ ଚୋରା ଚାଲାଣ ହେଉଥିବା ନେଇ ଅଭିଯୋଗ ହୋଇଆସୁଛି । 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.