ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ପ୍ରଥମ ଥର ପାଇଁ ଖୋଲିଲା ହଳଦିଆ ବନ୍ଧର ଗେଟ୍; ୨.୫ କ୍ୟୁସେକ ଜଳ ନିଷ୍କାସିତ

Published By : Harapriya Sethi | July 9, 2025 12:13 PM

କୁଳିଅଣା, ୦୯/୦୭: ମୟୂରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକରେ ହଳଦିଆ ବନ୍ଧ ନିର୍ମାଣ ସମ୍ପୂର୍ଣ୍ଣ ହୋଇଛି । ନିର୍ମାଣ କାର୍ଯ୍ୟର ଦୁଇବର୍ଷ ପରେ ପ୍ରଥମ ଥର ପାଇଁ ନୂତନ ଜ୍ଞାନ କୌଶଳରେ ନିର୍ମିତ ସ୍ପିଲ୍ ୱେ ବାଟ ଦେଇ ଜଳ ନିଷ୍କାସନ କରିଛି ପ୍ରଶାସନ । ଲଘୁଚାପ ଜନିତ ଲଗାଣ ବର୍ଷାରେ ଜଳ ସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି । ବନ୍ଧର ଜଳଧାରଣ କ୍ଷମତାକୁ ଦୃଷ୍ଟିରେ ରଖି ଗୋଟିଏ ଫାଟକ ଦେଇ ୨.୫ କ୍ୟୁସେକ ଜଳ ଛଡାଯାଇଛି । ଫାଟକ ଖୋଲାଯିବ ସମୟରେ ଅତିରିକ୍ତ ଜିଲ୍ଲାପାଳ ଇଶ୍ଵର ଚନ୍ଦ୍ର ନାୟକ ସମେତ ଅନ୍ୟାନ୍ୟ ସରକାରୀ କର୍ମଚାରୀ ଉପସ୍ଥିତ ଥିଲେ । ଜଳ ସ୍ତରକୁ ଅନୁଧ୍ୟାନ କରି ଆଉ ଗୋଟିଏ ଫାଟକ ଖୋଲାଯାଇ ପାରେ ବୋଲି ନିର୍ବାହୀ ଯନ୍ତ୍ରୀ ସୁରେଶ ଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.