ପ୍ରମୂଖ ଖବର
  • ମାଲକାନଗିରି ସୀମାନ୍ତରେ ଲ୍ୟାଣ୍ଡ ମାଇନ୍‌ ବିସ୍ଫୋରଣ, ଜଣେ ଯବାନ ଗୁରୁତର
  • ||
  • କଟକ: କ୍ୟାଣ୍ଟନମେଣ୍ଟ ଥାନାରୁ ଚମ୍ପଟ ମାରିଲେ ୨ ମହିଳା ଅଭିଯୁକ୍ତ,ବାଲିଯାତ୍ରାରେ ମୋବାଇଲ ଓ ଚେନ୍‌ ଲୁଟ୍‌ ବେଳେ ଧରିଥିଲା ପୋଲିସ
  • ||
  • ବଣାଇ : ଗ୍ରେଡରରେ ଚାପି ହୋଇ ଚାଲିଗଲା ଶ୍ରମିକଙ୍କ ଜୀବନ
  • ||
  • କେନ୍ଦ୍ରାପଡ଼ା : ରେଳ ଲାଇନରେ କଟି ଚାଲିଗଲା ଯୁବକଙ୍କ ଜୀବନ, ପରିଚୟ ଅସ୍ପଷ୍ଟ
  • ||
  • ଅନୁଗୁଳ : ମାଆକୁ ପିଟି ପିଟି ହତ୍ୟା କଲା ପୁଅ, ଅଭିଯୁକ୍ତ ଗିରଫ
  • ||
  • ଜାଡରେ ଥରୁଛି ଲମତାପୁଟ, ୬ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଶୀତରେ ଥରୁଛି ଦାରିଙ୍ଗବାଡି, ବଣ ଭୋଜି କରି ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ପାଟଣା : ଭାରସାମ୍ୟ ହରାଇ ଓଲଟିଲା ପିକଅପ୍‌ ଭ୍ୟାନ୍, ଗାଡ଼ିରୁ କୁକୁଡ଼ା ବୋହିନେଲେ ଲୋକେ
  • ||
  • ସରିଲା ଐତିହାସିକ କଟକ ବାଲିଯାତ୍ରା, ଅନ୍ତର୍ଜାତୀୟ ଛୁଙ୍କ ଦେବାରେ ଆୟୋଜକଙ୍କୁ ସଫଳତା
  • ||
  • ଲକ୍ଷ୍ମଣନାଥ ଟୋଲ ପ୍ଲାଜାକୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଜୀବନ୍ତ ଦଗ୍ଧ ହେଲେ ଡ୍ରାଇଭର
  • ||
  • ୧୫ ଡିଗ୍ରୀ ତଳେ ୧୩ ସହର ତାପମାତ୍ରା, ଆହୁରି ଖସିବ ପାରଦ: ରାଉରକେଲାରେ ଘନ କୁହୁଡ଼ି
  • ||

ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ଜଳେଶ୍ୱର,୧୭/୧୧: ଚାଲି ଚାଲି ଘରକୁ ଫେରିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି । ଚାଲିଗଲା ଯୁବକଙ୍କ ଜୀବନ । ମୃତକ ଅମର୍ଦ୍ଦା ରୋଡ୍ ଅଞ୍ଚଳର କାହ୍ନୁ ପ୍ରଧାନ ବୋଲି ଜଣାପଡ଼ିଛି । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଇନ୍ଦିରା ଛକରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଶନିବାର ବିଳମ୍ୱିତ ରାତିରେ କାହ୍ନୁ ପ୍ରଧାନ ରାସ୍ତାରେ ଚାଲି ଚାଲି ଘରକୁ ଫେରୁଥିଲେ । ଏହି ସମୟରେ ୬୦ ନମ୍ବର ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଯୁବକଙ୍କ ମୃତ୍ୟ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଜାତୀୟ ରାଜପଥ ପେଟ୍ରୋଲିଂ ଭ୍ୟାନ୍‌ ଏବଂ ବସ୍ତା ପୋଲିସ ପହଞ୍ଚିଥିଲା । ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି ପୋଲିସ ।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.