ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବକ ମୃତ

ବ୍ରହ୍ମବରଦା, ୧୬/୯ : ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବକ ମୃତ। ଯାଜପୁର ଜିଲ୍ଲା ବ୍ରହ୍ମବରଦା ଥାନା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ରସୁଲପୁର ବ୍ଲକ ଅନ୍ତର୍ଗତ ବଡ଼ ଚଅପୋଇ ଗ୍ରାମର ରତ୍ନାକର ପାତ୍ରଙ୍କ ପୁଅ ସୁରତ (୪୩ ବର୍ଷ)। ବ୍ରହ୍ମବରଦା ପୋଲିସ ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି। 

ସୂଚନା ମୁତାବକ, ସୋମବାର ସୁରତ ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଆସିଥିଲେ। ଘରକୁ ଯିବାରେ ବିଳମ୍ବ ହେବାରୁ ପରିବାର ଓ ସ୍ଥାନୀୟ ଲୋକେ ଖୋଜାଖୋଜି କରିଥିଲେ। ଦିନ ସାଢେ ୧ଟାରେ ଘର ନିକଟରେ ନଦୀରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ଏନେଇ ବ୍ରହ୍ମବରଦା ଥାନାକୁ ଖବର ଦିଆଯାଇଥିଲା । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.