ପ୍ରମୂଖ ଖବର
  • ଛତିଶଗଡ଼ରେ ଏନ୍‌କାଉଣ୍ଟରରେ ଟଳିଲେ ୨ ମାଓବାଦୀ, ଏବେ ବି ଜାରି ରହିଛି ସର୍ଚ୍ଚ ଅପରେସନ୍‌
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହି ବସ୍; ୪ ମୃତ, ୨୦ ଆହତ
  • ||
  • ମାଟ୍ରିକ ପରୀକ୍ଷାରେ ବିଭ୍ରାଟ.. ବିଜ୍ଞାନ B ଏବଂ C ସେଟ୍ ପ୍ରଶ୍ନପତ୍ରରେ ୪ ମାର୍କ କମ୍‌ ,ତ୍ରୁଟିକୁ ସ୍ବୀକାର କଲେ ବୋର୍ଡ
  • ||
  • ସହଦେବ ନାଏକ ହତ୍ୟା ଘଟଣା: ଆଉ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ଭୁବନେଶ୍ୱର : ସହଦେବ ନାଏକ ହତ୍ୟା ଘଟଣା: ଆଉ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ଯାଜପୁର : ଶିବ ମନ୍ଦିରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ପହିଲାରୁ ଗ୍ୟାସ ଉପଭୋକ୍ତାଙ୍କୁ ମହଙ୍ଗା ମାଡ, ବଢିଲା କମର୍ସିଆଲ୍ ଗ୍ୟାସ୍ ଦର
  • ||
  • ଚମୋଲି ଭୟଙ୍କର ହିମସ୍ଖଳନ ଘଟଣା: ବରଫ ତଳୁ ଆଉ ୧୪ ଶ୍ରମିକ ଉଦ୍ଧାର,ଏବେ ବି ୮ ଜଣଙ୍କୁ ରେସ୍କ୍ୟୁ ପାଇଁ ଚାଲିଛି ଉଦ୍ୟମ
  • ||
  • ଭୁବନେଶ୍ୱର : ନବ ଦାସ ହତ୍ୟା ମାମଲା: ମାର୍ଚ୍ଚ ପ୍ରଥମ ସପ୍ତାହରେ ହାଜର ହେବାକୁ ପୁଅ ଝିଅଙ୍କୁ କ୍ରାଇମବ୍ରାଞ୍ଚ ନୋଟିସ୍‌
  • ||
  • ନବ ଦାସ ହତ୍ୟା ମାମଲା: ମାର୍ଚ୍ଚ ପ୍ରଥମ ସପ୍ତାହରେ ହାଜର ହେବାକୁ କ୍ରାଇମବ୍ରାଞ୍ଚ ନୋଟିସ୍‌
  • ||
  • ଚାମ୍ପିଅନ୍ସ ଟ୍ରଫି ୨୦୨୫: ଆଜି ଦକ୍ଷିଣ ଆଫ୍ରିକା - ଇଂଲଣ୍ଡ ଟକ୍କର, ସମ୍ମାନ ବଞ୍ଚାଇବାକୁ ଲଢ଼ିବ ବଟଲର ବାହିନୀ
  • ||
  • ଆତ୍ମସମର୍ପଣ କଲେ ୭ ହାର୍ଡକୋର୍ ମାଓବାଦୀ, ମୁଣ୍ଡ ଉପରେ ଥିଲା ୩୨ ଲକ୍ଷ ଟଙ୍କାର ପୁରସ୍କାର
  • ||
  • ସୁମା ରିୟଲ ମିଡିଆର ‘ୱାଓ’-୨୦୨୫’, ସମ୍ମାନିତ ହେବେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଥିବା ମହିଳା
  • ||
  • ଶନିବାର ଉଦଳା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହ ପ୍ୟାକେଜ ଘୋଷଣା କରିବେ
  • ||
  • ଭୁବନେଶ୍ୱର : ଡିଭାଇଡର୍‌କୁ ପିଟି ଢାବାରେ ପଶିଗଲା ସ୍କୁଟି: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ତୀର୍ଥଯାତ୍ରୀ ବସ୍‌କୁ ପଛରୁ ପିଟିଲା କଣ୍ଟେନର୍‌, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ମାର୍ଚ୍ଚରୁ ମେ’ ଜଳାଇବ ତାତି, ଉତ୍ତର-ପଶ୍ଚିମ ଓଡ଼ିଶାରେ କଲବଲ କରିବ ଖରା
  • ||

ଶିବ ମନ୍ଦିରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

Published By : Harapriya Sethi | March 1, 2025 12:07 PM

ଭୁବନେଶ୍ୱର, ୦୧/୦୩: ବିଲ ମଝିରେ ଥିବା ଈଶାନେଶ୍ୱର ଶିବ ମନ୍ଦିରରୁ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହେଇଛି । ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ମନୋଜ ଜେନା । ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଏନେଇ ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ । ଯାଜପୁର ଟାଉନ୍ ଥାନା ଅନ୍ତର୍ଗତ ମୋଟରାଙ୍ଗପାଳ ଗ୍ରାମରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଶନିବାର ମୋଟରାଙ୍ଗପାଳ ଗାଁ ବିଲ ମଝିରେ ଥିବା ଈଶାନେଶ୍ୱର ଶିବ ମନ୍ଦିରରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହାଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଯାଜପୁର ଟାଉନ୍ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରିଛି । ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହି ଘଟଣା ସମ୍ପର୍କରେ ଖବର ପାଇ ପରିବାରଲୋକେ ହତ୍ୟା ଅଭିଯୋଗ କରିଛନ୍ତି । ଉକ୍ତ ଅଭିଯୋଗ ଆଧାରରେ ଘଟଣାସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି ଯାଜପୁର ଟାଉନ୍ ଥାନା ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.