ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ପାରିବାରିକ କଳହର କରୁଣ ପରିଣତି; ସ୍ତ୍ରୀ ସହ ଝଗଡ଼ା କରି ନିଜ ବେକ କାଟିଲା ସ୍ବାମୀ

Published By : Harapriya Sethi | July 4, 2025 12:44 PM

ବ୍ରହ୍ମପୁର,୦୪/୦୭: ଘରୋଇ କଳିକୁ ନେଇ ନିଜ ବେକ କାଟିଦେଲା ଯୁବକ । ଗଞ୍ଜାମ ଜିଲ୍ଲା ଖାରବେଳ ନଗରରେ ରହୁଥିବା ଅଶୋକ କୁମାର ପାଣିଗ୍ରାହୀ ନାମକ ଜଣେ ଯୁବକ ସ୍ତ୍ରୀ ସହ ଝଗଡା କରି ନିଜ ବେକ କାଟିଥିବା ସୂଚନା ମିଳିଛି । ବର୍ତ୍ତମାନ ଏମକେସିଜି ମେଡିକାଲରେ ତାଙ୍କର ଚିକିତ୍ସା ଚାଲିଛି । 

ସୂଚନା ମୁତାବକ, ଖାରବେଳ ନଗରରେ ରହୁଥିବା ଅଶୋକ କୁମାର ପାଣିଗ୍ରାହୀ ନିଜ ପତ୍ନୀଙ୍କ ସହିତ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା । ଏଥିରେ ରାଗି ଯାଇ ଅଶୋକ ନିଜ ବେକ କାଟି ଦେଇଥିଲେ । ଏହା ପରେ ନିଜେ ବାଇକ୍‌ ଚଳାଇ ଏମକେସିଜି ମେଡିକାଲକୁ ଆସିଥିଲେ । ବର୍ତ୍ତମାନ ଏମକେସିଜି ମେଡିକାଲରେ ତାଙ୍କ ଚିକିତ୍ସା ଚାଲିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.