ପ୍ରମୂଖ ଖବର
  • ପାଣିକୋଇଲି : ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ଅଳଙ୍କାର ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଜପତି : ଧରାପଡ଼ିଲା ଅନ୍ତରାଜ୍ୟ ବାଇକ୍‌ ଚୋର, ୧୯ ବାଇକ୍ ଜବତ
  • ||
  • ବ୍ରହ୍ମପୁର : ନଡ଼ିଆ ଦୋକାନ ଉପରକୁ ମାଡିଗଲା କାର୍‌, ନଡ଼ିଆ ବିକାଳୀ ମୃତ
  • ||
  • ବାରିପଦା : ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ
  • ||
  • ସାଲେପୁର : ଯୁବତୀଙ୍କୁ ବିବାହ ପ୍ରତିଶୃତି ଦେଇ ଯୁବକ ଗିରଫ
  • ||
  • ଦିନିକିଆ ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍’
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ଘର ଭିତରକୁ ପଶିଲା କାର୍‌, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • କେନ୍ଦୁଝର : ଦନ୍ତା ଆକ୍ରମଣରେ ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଦଶହରା ପୂର୍ବ ଆସିଲା ଖୁସି ଖବର, ଆସନ୍ତା ୯ ତାରିଖରେ ମହିଳାଙ୍କ ଖାତାକୁ ଯିବ 'ସୁଭଦ୍ରା' ଟଙ୍କା
  • ||
  • କୋଣାର୍କ : ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ମାଲକାନଗିରି : ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ, ଚିକିତ୍ସା ପାଇଁ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା: ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୁଲିସ, ସମସ୍ତଙ୍କର ପଲିଗ୍ରାଫ ଟେଷ୍ଟ୍‌ କରାଇବ କ୍ରାଇମ୍‌ବ୍ରାଞ୍ଚ୍‌
  • ||
  • ମଧ୍ୟପ୍ରଦେଶରେ ବଡ଼ ଧରଣର ସଡ଼କ ଦୁର୍ଘଟଣା, ୯ଜଣଙ୍କ ମୃତ୍ୟୁ
  • ||
  • ଭୁବନ : ନାଳରେ ବୁଡି ଯୁବକଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଫରେଷ୍ଟରଙ୍କ ସୁଇସାଇଡ ନୋଟ ପାଇ ବି ବନ ବିଭାଗ ଓ ପୁଲିସ ନିରବ: ପତ୍ନୀ ବିଚଳିତ, ଶୁଦ୍ଧିକ୍ରିୟାରେ ଅଘଟଣ
  • ||
  • ଭୁବନେଶ୍ୱର : ଓଲଟିଲା କ୍ଷୀର ବୋଝେଇ କଣ୍ଟେନର, ୩ ଆହତ
  • ||
  • ମୌସୁମୀ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ: ଏବେ ବି ୪ ଜିଲ୍ଲା ନିଅଣ୍ଟିଆ ବର୍ଷା, ଭଦ୍ରକରେ ସର୍ବାଧିକ ୨୬% ନିଅଣ୍ଟିଆ
  • ||
  • ଭୁବନେଶ୍ୱର : ଡ୍ରଙ୍କେନ୍ ଡ୍ରାଇଭ୍ ଚେକିଂ ବେଳେ କାରରୁ ମିଳିଲା ଟଙ୍କା; ଚାଳକ ଅଟକ, କାର୍ ଓ ଟଙ୍କା ଜବତ
  • ||

ରାସ୍ତାରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

ରାଉରକେଲା,୨୫।୯ :   ରାଉରକେଲାରେ  ଯୁବକଙ୍କୁ ପଥରରେ ଛେଚିବା ସହ ଧାରୁଆ ଅସ୍ତ୍ରରେ ହାଣି କରାଯାଇଛି ହତ୍ୟା।  ଆକ୍ରମଣରୁ ଅଳ୍ପକେ ବଂଚିଯାଇଛନ୍ତି ଅନ୍ୟ ଜଣେ ଯୁବକ । ଗୁରୁତର ଯୁବକଙ୍କୁ ପ୍ରଥମେ ରାଉରକେଲା ସରକାରୀ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।  ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଗୁରୁତର ହେବାରୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରା ଯାଇଛି । ସେକ୍ଟର- ସେଭେନ ଥାନା ଛେଣ୍ଡ ପେଟ୍ରୋଲ ପମ୍ପ ପଛପଟ ଜଙ୍ଗଲର ରାସ୍ତାରେ   ଘଟିଛି ହତ୍ୟାକାଣ୍ଡ । ମୃତ ବ୍ୟକ୍ତି ଜଣଙ୍କ ହେଲେ ମାଲଗୋଦାମ ଅଚଂଳର   ରମଜାନ ଅହମଦ ।ଗୁରୁତର ବ୍ୟକ୍ତିଙ୍କ  ପରିଚୟ ମିଳିନାହିଁ । 

ଏହି ହତ୍ୟାକାଣ୍ଡରେ କେତେ ଜଣଙ୍କର ସଂପୃକ୍ତି ଅଛି ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ । ଖବର ପାଇଁ ଘଟଣା ସ୍ଥଳରେ ସେକ୍ଟର-ସେଭେନ , ଛେଣ୍ଡ ପୋଲିସ ସହ ରାଉରକେଲା ଏସପି ବ୍ରିଜେଶ କୁମାର ରାଏ ପହଞ୍ଚି ଘଟଣାର ତଦନ୍ତ କରୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.