ପ୍ରମୂଖ ଖବର
  • ଖୁବ୍‌ ଶୀଘ୍ର ନୂଆ ବିଜେପି ରାଜ୍ୟ ସଭାପତିଙ୍କ ନାମ ଘୋଷଣା, ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା
  • ||
  • ଚନ୍ଦ୍ରଭାଗାରେ ବୁଡ଼ି ମହିଳା ଗୁରୁତର, ଉଦ୍ଧାର କଲା କୋଣାର୍କ ଅଗ୍ନିଶମ ବାହିନୀ
  • ||
  • ଜଳେଶ୍ୱର : ବ୍ୟବସାୟୀଙ୍କ ଘରୁ ଲୁଟ୍‌, ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଚୋରି କଲେ ଦୁର୍ବୃତ୍ତ
  • ||
  • ଦୁଇ ଦିନ ପ୍ରଚଣ୍ଡ ତାତି ମିଳିବନି ନିସ୍ତାର: ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା,୧୯ରୁ କମିବ
  • ||

ପୂର୍ବ ଶତ୍ରୁତା : ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଯୁବକ ମୃତ

Published By : Prameya | March 15, 2025 10:22 PM

କଟକ,୧୫।୩ : ପୂର୍ବ ଶତ୍ରୁତାକୁ ନେଇ କଟକରେ ଫୁଟିଲା ଗୁଳି। ଗୁଳିମାଡ଼ରେ ଯୁବକ ମୃତ ।   ବୟାଳିଶ ମୌଜାଥାନା ଝିଙ୍କିରିରିଆର ଘଟିଛି ଘଟଣା। ମୃତକ ଜଣକ ହେଲେ ବିକାଶ ମହାନ୍ତି। 

ବୟାଳିଶ ମୌଜାଥାନା ଝିଙ୍କିରିରିଆର ବିକାଶ ମହାନ୍ତିଙ୍କୁ ପୂର୍ବ ଶତ୍ରୁତାକୁ ନେଇ ଦୁର୍ବୃତ୍ତ ଗୁଳିମାଡ଼ କରିଥିଲେ। ଏଥରେ ବିକାଶ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.