ପ୍ରମୂଖ ଖବର
  • ମେଗା ନିଯୁକ୍ତି ମେଳା: ଆଜି ୯୬୪ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ଷୋଡ଼ଶ ଜନଗଣନାର ପ୍ରସ୍ତୁତି ସମୀକ୍ଷା କଲେ ଶାହ, ଆଜି ଆସିବ ଜନଗଣନା ଗେଜେଟ ବିଜ୍ଞପ୍ତି
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଜିଆବାହଲ ଡମ୍ପିଂ ସାଇଡିଂରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପଥରରେ ଛେଚି ହତ୍ୟା ସନ୍ଦେହ…

Published By : Ladu Kishor | June 15, 2025 11:22 PM

Image courtesy: indiatoday

ରାଉରକେଲା ୧୫/୬ ରାଉରକେଲା ସହର ଉପଖଣ୍ଡ କଲୁଙ୍ଗା ନିକଟସ୍ଥ ଜିଅବାହାଲ ଡମ୍ପିଂ ସାଇଡିଂରୁ ଆଜି ରାତି ପ୍ରାୟ ୯ଟା ରେ ସ୍ଥାନୀୟ ପୁଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି । ମୃତ ଯୁବକଙ୍କ ପରିଚୟ ମିଳିନଥିବା ବେଳେ ତାଙ୍କ ମୁଁହକୁ କେହି ପଥରରେ ଚେଛି ହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ପୁଲିସ ଶବ ଜବତ କରି ଡାକ୍ତରଖାନାର ମର୍ଗରେ ରଖିଛି । ଆସନ୍ତାକାଲି ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ପହଂଚି ତଦନ୍ତ କରିବ ବୋଲି ପୁଲିସ ସୂଚନା ଦେଇଛି । ମୃତ ଯୁବକଙ୍କ ପରିଚୟ ମିଳିବା ପରେ ପ୍ରକୃତ ରହସ୍ୟ ଜଣାପଡିବ ବୋଲି ପୁଲିସ ସୂତ୍ରରୁ ସୂଚନା ମିଳିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.