ପ୍ରମୂଖ ଖବର
  • ବାତ୍ୟାର ମୁକାବିଲା ପାଇଁ କମିଶନରେଟ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ,ଟୁଇଟ୍ ସିଟି କମିଶନରେଟ ପୋଲିସ କହିଲେ ବାତ୍ୟା ସମୟରେ ଲୋକଙ୍କୁ ସମ୍ପୂର୍ଣ୍ଣ ସାହାଯ୍ୟ କରାଯିବ
  • ||
  • କେନ୍ଦ୍ରାପଡ଼ା: ସନ୍ଧ୍ୟା ସୁଦ୍ଧା ବାଉଁଶ ଓ ଲାଇଟ୍ ଗେଟ୍ ଖୋଲ, ନିର୍ଦ୍ଦେଶ ଦେଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ
  • ||
  • ବାତ୍ୟା ମୁକାବିଲା ପାଇଁ ଓଡ୍ରାଫ୍‌ ଟିମ୍‌କୁ ସଜାଗ: ମୁକାବିଲା ପାଇଁ ୬୦ ଓଡ୍ରାଫ୍‌ ଟିମ୍‌,ଭୁବନେଶ୍ୱର, କଟକରେ ରିଜର୍ଭ ରହିବ ୧୦ ଟିମ୍‌
  • ||
  • ସମ୍ଭାବ୍ୟ ବାତ୍ୟାକୁ ନେଇ ବାସୁଦେବପୁର ମତ୍ସ୍ୟ ବିଭାଗ ପକ୍ଷରୁ ସଚେତନତା, କୂଳରେ ଡଙ୍ଗା ବାନ୍ଧିଲେଣି ମତ୍ସ୍ୟଜୀବୀ
  • ||
  • ୩ରୁ ଓଜେଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା, ୬୮୦ ଜଣ ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍‌
  • ||
  • ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର୍ କୈଳାଶ ଚନ୍ଦ୍ର ସାହୁ , ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍
  • ||
  • ରାଜନଗରରେ ମାଡ଼ ହେବ "ଦାନା'! ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ସ୍ଥଳଭାଗ ଛୁଇଁବ
  • ||

ପାଣି ଟାଙ୍କି ଉପରୁ ଖସି ଯୁବକ ମୃତ

ନୀଳଗିରି,୧୯/୧୦ : ନବ ନିର୍ମିତ ପାଣି ଟାଙ୍କି ଉପରୁ ଖସି ଯୁବକ ମୃତ । ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅଧିନ ମଛୁଆ ପଞ୍ଚାୟତ ବଡ଼ କାଳିଆପଦା ଅଞ୍ଚଳରେ ଏଭଳି ଘଟଣା ଘଟିଛି। ମୃତକ ହେଲେ ଯୋଗେନ୍ଦ୍ର ମହାନ୍ତିଙ୍କ ପୁଅ ଅକ୍ଷୟ କୁମାର।

ସୂଚନାନୁଯାୟୀ, ଅକ୍ଷୟ ଜଣେ ମାନସିକ ରୋଗୀ ହୋଇଥିବା ବେଳେ ଆଜି ସେ ଟାଙ୍କି ଉପରକୁ ଚଢି ଯାଇଥିଲେ। ଉପରୁ ତଳକୁ ଖସି ପଡିବାରୁ ତାଙ୍କୁ ୧୦୮ ଆମ୍ବୁଲାନ୍ସ ରେ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।ପୋଲିସ ଏନେଇ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.