ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ହାତୀ ଘଉଡାଇବା ବେଳେ ଦଳିଦେଲା ଦନ୍ତା, ଯୁବକଙ୍କ ମୃତ୍ୟୁ

ବଣାଇ,୦୪/୦୯: ଗାଁରୁ ହାତୀକୁ ଘଉଡ଼ାଇବା ବେଳେ ହାତୀ ଆକ୍ରମଣରେ ପ୍ରାଣ ହରାଇଲେ ଯୁବକ । ମୃତକ ଜଣକ ଗୋବିନ୍ଦ ମୁଣ୍ଡା ବୋଲି ଜଣାପଡ଼ିଛି । ବଣାଇ ରେଞ୍ଜ ଅଧୀନ କୁଳୁକୁତା ଗ୍ରାମରେ ଏଭଳି ଅଘଟଣ ଘଟିଛି ।

ସୂଚନା ଅନୁଯାୟୀ, କୁଳୁକୁତା ଗ୍ରାମରେ ଏକ ହାତୀ ପଶି ଲୋକଙ୍କ ଫସଲ ନଷ୍ଟ କରୁଥିଲା । ଏହି ସମୟରେ ସେହି ଗାଁର ଗୋବିନ୍ଦ ମୁଣ୍ଡା ନାମକ ବ୍ୟକ୍ତି ହାତୀକୁ ଘଉଡ଼ାଇବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ଉକ୍ତ ହାତୀଟି ଗୋବିନ୍ଦଙ୍କ ଉପରେ ଆକ୍ରମଣ କରିଥିଲା । ଫଳରେ ହାତୀ ଆକ୍ରମଣରେ ପ୍ରାଣ ହରାଇଲେ ଗୋବିନ୍ଦ । ଏହା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି ପୋଲିସ । ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.