ପ୍ରମୂଖ ଖବର
  • ଚମକିଲା ଭାଗ୍ୟ; ରାତାରାତି ଶ୍ରମିକରୁ କୋଟିପତି ହେଲେ ହୀରାକୁଦର ଶିବ ସୁନ୍ଦର
  • ||
  • ଅପରେସନ୍ 'ସିନ୍ଦୂର' ; ୬ ନୁହେଁ ପାକିସ୍ତାନର ୯ବିମାନକୁ ମାଟିରେ ମିଶାଇଛି ଭାରତ
  • ||
  • ସଂସଦ ମୌସୁମୀ ଅଧିବେଶନ; ୨୧ ଜୁଲାଇରୁ ୧୨ ଅଗଷ୍ଟ ଯାଏ ଚାଲିବ
  • ||
  • ଜଗତସିଂହପୁର : ପାରାଦୀପ ଆଇସ୍ ଫ୍ୟାକ୍ଟ୍ରିରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍, ୪ ଅସୁସ୍ଥ
  • ||
  • ବାଲେଶ୍ୱର : ମିନତୀ ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟରେ ପୁଲିସର ଚଢାଉ,୧୦ ଯୁବତୀ ଅଟକ
  • ||
  • ବାଲେଶ୍ୱର : ପୋଖରୀରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ବଢିଲା କରୋନା ଭୟ; ୨୪ ଘଣ୍ଟାରେ ୨୭୬ ଆକ୍ଟିଭ କେସ୍‌, ୭ମୃତ
  • ||
  • ବ୍ରହ୍ମପୁର : ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଏଏସ୍‌ଆଇ,୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ
  • ||
  • ମୟୂରଭଞ୍ଜ : ୪ଟି ଥାନାର ଅଧିକାରୀଙ୍କୁ ନେଇ ଗୋବିନ୍ଦରାୟପୁର ଓ ତାଳପଦାରେ ମିଳିତ ଚଢ଼ାଉ,ପାଖାପାଖି ୪ଶହ ଗାଈଗୋରୁ ଉଦ୍ଧାର
  • ||
  • ସରଣ୍ଡା ଜଙ୍ଗଲରୁ ଆଉ ୭୦୦ କିଲୋ ବିସ୍ଫୋରକ ଜବତ, ମାଟି ତଳେ ଲୁଚାଇ ରଖିଥିଲେ ମାଓବାଦୀ
  • ||
  • କାର୍ ଉପରେ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍, ୯ ମୃତ
  • ||
  • ଆମେରିକାରେ କୃଷି ଆତଙ୍କବାଦ ଖେଳାଉଛି ଡ୍ରାଗନ୍ ! ସାଙ୍ଘାତିକ 'ବାୟୋ ଅସ୍ତ୍ର' ସହ ଧରାପଡ଼ିଲେ ଚୀନ୍ ନାଗରିକ
  • ||
  • କଟକ : ନକଲି ମୋବିଲ ତିଆରି କାରଖାନାରେ ଚଢାଉ, ୨ ଅଟକ
  • ||
  • ଆନନ୍ଦପୁର ପୌର ଉପାଧ୍ୟକ୍ଷ ଦୁର୍ଗା ଚରଣ ଦଳେଇଙ୍କ ଦେହାନ୍ତ
  • ||
  • ମାଲକାନଗିରି : ଟିପର ଧକ୍କାରେ ବାଇକ ଆରୋହୀ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ଲୁହା ପ୍ଲେଟ୍ ବୋଝେଇ ଟ୍ରେଲର୍‌, ଡ୍ରାଇଭର ଗୁରୁତର
  • ||
  • ଜଗତସିଂହପୁର : ଶଙ୍ଖ ନଦୀ କୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ମାଲକାନଗିରି : ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ, ଘର ସାମ୍ନାରୁ ସୁନା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ ମେଡିକାଲରେ ଅଭାବନୀୟ ଘଟଣା, ଭୁଲ୍ ଇଞ୍ଜେକ୍ସନ୍‌ ନେଲା ୬ ରୋଗୀଙ୍କ ଜୀବନ!
  • ||
  • ଭୁବନେଶ୍ଵର : ଆସନ୍ତା ତିନି ଦିନ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତାତିରୁ ମିଳିବନି ନିସ୍ତାର
  • ||
  • ମୟୂରଭଞ୍ଜ : ବେଆଇନ ବନ୍ଧୁକ ଗୁଳି କାରବାରର ମାଷ୍ଟର ମାଇଣ୍ଡ ଗିରଫ, ଲାଇସେନ୍ସ ବନ୍ଧୁକ ପାଇଁ କିଣି ଶିକାରୀଙ୍କୁ ବିକୁଥିଲା ଗୁଳି
  • ||

ବାଲି ବୋଝେଇ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

Published By : Rasmita Pradhan | June 3, 2025 9:00 AM

କଟକ, ୦୩/୦୬ : ବାଲି ବୋଝେଇ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ। ମଙ୍ଗଳବାର ଭୋର୍ ସମୟରେ କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ଢଁସର ଗ୍ରାମରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଗ୍ରାମର ଭୀମ ପ୍ରଧାନଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମବାସୀ ବାଙ୍କୀ-ଖୋର୍ଦ୍ଧା ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି। ବାଙ୍କୀ ପୁଲିସ ପହଞ୍ଚି ବୁଝାସୁଝା କରୁଛି। 

ସୂଚନାନୁଯାୟୀ, ବାଙ୍କୀ ଥାନା ଅନ୍ତର୍ଗତ ଢଁସର ଗ୍ରାମର ଭୀମ ପ୍ରଧାନ ମଙ୍ଗଳବାର ଭୋର୍ ୪ଟାରୁ ୪ଟା ୨୦ ମଧ୍ୟରେ ଶୌଚ ପାଇଁ ପୋଖରୀକୁ ଯାଇଥିଲେ। ବାଙ୍କୀ-ଖୋର୍ଦ୍ଧା ରାସ୍ତାରେ ଥିବା ଶୂନ୍ୟମଠ ନିକଟରେ ତାଙ୍କୁ ଏକ ବାଲି ବୋଝେଇ ହାଇୱା ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଭୀମ ପ୍ରଧାନଙ୍କ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣା ପରେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଶତାଧିକ ଗ୍ରାମବାସୀ ଏକାଠି ହୋଇ କ୍ଷତିପୂରଣ ଦାବିରେ ଶବ ରଖି ବାଙ୍କୀ-ଖୋର୍ଦ୍ଧା ରାସ୍ତାରୋକ କରିଛନ୍ତି। ଯାତାୟାତ ଠପ୍ ହୋଇଯାଇଛି। ସିସିଟିଭି ଫୁଟେଜରୁ ୩ଟି ହାଇୱା ଦୁର୍ଘଟଣା ସମୟରେ ଅତିକ୍ରମ କରୁଥିବା ଦେଖିବାକୁ ମିଳିଛି। ଦୁର୍ଘଟଣା ଘଟାଇଥିବା ହାଇୱା ଜବତ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।ଘଟଣା ସ୍ଥଳରେ ବାଙ୍କୀ ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.