ପ୍ରମୂଖ ଖବର
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ପରିବା ଚାଷରେ ପାଣିଦବା ହେଲା କାଳ; ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ

Published By : Bijay Swain | May 16, 2025 8:20 PM

ବାଲିକୁଦା,୧୬/୫: ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଅଧୀନ ଅନନ୍ତପୁର ଫାଣ୍ଡି ଅନ୍ତର୍ଗତ ଭୁଆସୁଣୀ ଗାଁର କଳ୍ପତରୁ ବିଶ୍ବାଳଙ୍କ ପୁଅ ମେଘମହ୍ଲାର ବିଶ୍ବାଳ (୨୨)। 

ମେଘମହ୍ଲାର ନିଜ ବାଡ଼ିରେ ଲାଗିଥିବା ଭେଣ୍ଡି କିଆରୀରେ ପାଣି ଦେବା ଲାଗି ବିଦ୍ୟୁତ ଚାଳିତ ମୋଟର ଯୋଗେ ପାଣି ଦେଉଥିଲେ। ଏହି ସମୟରେ ସେ ସଂଯୋଗିତ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡିଯାଇଥିଲା। ସେଠାରେ ଉପସ୍ତିତ ଥିବା ତାଙ୍କ ପରିବାର ଲୋକେ ତାଙ୍କୁ ସଙ୍ଗେସଙ୍ଗେ ୧୦୮ ଆମ୍ବୁଲାନ୍ସ ଯୋଗେ ବାଲିକୁଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆସିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.