ପ୍ରମୂଖ ଖବର
  • ୧୪ ଜିଲ୍ଲାରେ ୨୩ରୁ ୨୫ ପର୍ଯ୍ୟନ୍ତ କଲେଜ ଛୁଟି ଘୋଷଣା
  • ||
  • ଶ୍ରୀମନ୍ଦିରକୁ ଓମଫେଡ଼ ଘିଅ ଯୋଗାଣ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ,ଆଇନ ମନ୍ତ୍ରୀପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚାଲିଛି ଆଲୋଚନା
  • ||
  • ବୈତରଣୀ ମୁହାଣରେ ଅଘଟଣ: ବୁଡିଗଲା ମାଛଧରା ବୋଟ୍‌, ୬ ଜଣ ଉଦ୍ଧାର
  • ||
  • ବାତ୍ୟାର ମୁକାବିଲା ପାଇଁ କମିଶନରେଟ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ,ଟୁଇଟ୍ ସିଟି କମିଶନରେଟ ପୋଲିସ କହିଲେ ବାତ୍ୟା ସମୟରେ ଲୋକଙ୍କୁ ସମ୍ପୂର୍ଣ୍ଣ ସାହାଯ୍ୟ କରାଯିବ
  • ||
  • କେନ୍ଦ୍ରାପଡ଼ା: ସନ୍ଧ୍ୟା ସୁଦ୍ଧା ବାଉଁଶ ଓ ଲାଇଟ୍ ଗେଟ୍ ଖୋଲ, ନିର୍ଦ୍ଦେଶ ଦେଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ
  • ||
  • ବାତ୍ୟା ମୁକାବିଲା ପାଇଁ ଓଡ୍ରାଫ୍‌ ଟିମ୍‌କୁ ସଜାଗ: ମୁକାବିଲା ପାଇଁ ୬୦ ଓଡ୍ରାଫ୍‌ ଟିମ୍‌,ଭୁବନେଶ୍ୱର, କଟକରେ ରିଜର୍ଭ ରହିବ ୧୦ ଟିମ୍‌
  • ||
  • ସମ୍ଭାବ୍ୟ ବାତ୍ୟାକୁ ନେଇ ବାସୁଦେବପୁର ମତ୍ସ୍ୟ ବିଭାଗ ପକ୍ଷରୁ ସଚେତନତା, କୂଳରେ ଡଙ୍ଗା ବାନ୍ଧିଲେଣି ମତ୍ସ୍ୟଜୀବୀ
  • ||
  • ୩ରୁ ଓଜେଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା, ୬୮୦ ଜଣ ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍‌
  • ||
  • ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର୍ କୈଳାଶ ଚନ୍ଦ୍ର ସାହୁ , ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍
  • ||
  • ରାଜନଗରରେ ମାଡ଼ ହେବ "ଦାନା'! ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ସ୍ଥଳଭାଗ ଛୁଇଁବ
  • ||

ମହାନଦୀରେ ବୁଡି ଯୁବକ ନିଖୋଜ, ଅଗ୍ନିଶମ ବାହିନୀର ରେସ୍କ୍ୟୁ ଅପରେସନ୍ ଜାରି

ବାଙ୍କୀ ୨୦/୧୦: ମହାନଦୀରେ କାଳିକା ପ୍ରସାଦ ଘାଟରେ ଅଘଟଣ। ଗାଧୋଉଥିବା ବେଳେ ବୁଡିଗଲେ ଯୁବକ। ନିଖୋଜ ଯୁବକ ପାଟପୁର ଗ୍ରାମର ଆଲୋକ ବାରିକ ବୋଲି ଜଣାପଡିଛି। ଏନେଇ ସ୍ଥାନୀୟଲୋକ ଅଗ୍ନିଶମ ବାହିନୀକୁ ସୂଚନା ଦେଇଥିଲେ। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିବା ଜଣାପଡିଛି।

ସୂଚନ ଅନୁଯାଇ, ରବିବାର ସକାଳେ କାଳିକା ପ୍ରସାଦ ଘାଟରେ ଆଲୋକ ବାରିକ ଗାଧୋଇବା ବେଳେ ଗଭୀର ପାଣି ଭିତକୁ ଚାଲିଯାଇଥିଲେ। ସେଠାରେ କାଳିକାଙ୍କ ଗୋଡ଼ ଖସି ଯିବାବୁ ପାଣିରେ ବୁଡି ନିଖୋଜ ହୋଇଯାଇଥିଲେ। ଏନେଇ ସ୍ଥାନୀୟଲୋକ ଅଗ୍ନିଶମ ବାହିନୀ ଖବର ଦେବା ପରେ ଘଟଣାସ୍ଥଳରେ ଏକ ଟିମ୍ ପହଞ୍ଚି ଯୁବକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଆରମ୍ଭ କରିଥିବା ଜଣାପଡିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.