ପ୍ରମୂଖ ଖବର
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରଥଯାତ୍ରା ନୀତି ନିର୍ଘଣ୍ଟ ଉପରେ ବାଜିଲା ମୋହର
  • ||
  • ବାଂଲାଦେଶକକୁ ୮ରନ୍‌ରେ ପରାସ୍ତ କଲା ଆଫଗାନିସ୍ତାନ, ସେମିରେ ଦକ୍ଷିଣ ଆଫ୍ରିକାକୁ ଭେଟିବ
  • ||
  • ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କୁ ଦଂଶନ କଲା ସାପ, ଚାଲିଗଲା ଜୀବନ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ହାର୍ଡକୋର ମାଓବାଦୀ ନିହତ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ: ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ମଧ୍ୟାହ୍ନ ୧୨ଟାରେ ସୁଦ୍ଧା ନାମାଙ୍କନ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ,ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ୧୨ଟାରେ ନାମାଙ୍କନ
  • ||
  • ରାଜ୍ୟରେ ଜୁଲାଇ ୧୫ ଯାଏ ନିଅଣ୍ଟିଆ ବର୍ଷା: ଦୁର୍ବଳ ହେବ ଘୂର୍ଣ୍ଣିବଳୟ, ସକ୍ରିୟ ହେଉନି ମୌସୁମୀ
  • ||

ବ୍ରଜପାତରେ ଯୁବକ ଗୁରୁତର

ଫିରିଙ୍ଗିଆ,୧୧।୬  କାଳବୈଶାଖୀ ପ୍ରଭାବରେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଅଂଚଳରେ ମଧ୍ୟ୍ୟ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ବ୍ଲକ ର ଗୋଛାପଡା ଥାନା ଅଂଚଳରେ ବଜ୍ରପାତ ରେ ଜଣେ ଯୁବକ ଗୁରୁତର ଆହତ ହୋଇଛି। ଆହତ ଯୁବକ ଜଣକ ଗୋଛାପଡା ଥାନା କଟରିଙ୍ଗିଆ ପଂଚାୟତ ପାଲଚି ଗାଁ ର ରାଉଳ ଦିଗାଲ।

ରାଉଳ ଦିଗାଲ  ପାଣି ଆଣୁଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା I ଫଳରେ ସେ ଅଚେତ ହୋଇ ଘରଭିତରେ ପଡିଯାଇଥିଲେ I ପରେ ପରିବାର ଲୋକେ ତାଙ୍କୁ ଏକ ଅଟୋ ଭଡା କରି ଚିକିତ୍ସାପାଇଁ ଫୁଲବାଣୀ ମେଡିକାଲ ରେ ଭର୍ତ୍ତି ଥିବା ବେଳେ ବର୍ତ୍ତମାନ ମଧ୍ୟ୍ୟ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି I

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.